Nehemiah 12:23 — Compare Translations
5 translations compared side by side
Odia - 1840
"ଲବେୀ ବଂଶଜାତ ପିତୃବଂଶ ପ୍ରଧାନମାନଙ୍କ ନାମ ଇଲିଯାଶୀବର ପୁତ୍ର ୟୋହାନନର ସମୟ ପର୍ୟ୍ଯନ୍ତ ବଂଶାବଳି ପୁସ୍ତକରେ ଲିଖିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ବଂଶଜାତ ପିତୃବଂଶ ପ୍ରଧାନମାନଙ୍କ ନାମ ଇଲିୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳି ପୁସ୍ତକରେ ଲିଖିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀ ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳୀ ପୁସ୍ତକରେ ଲିଖିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଲେବୀ-ବଂଶଜାତ ପିତୃବଂଶ-ପ୍ରଧାନମାନଙ୍କ ନାମ ଇଲୀୟାଶୀବର ପୁତ୍ର ଯୋହାନନ୍ର ସମୟ ପର୍ଯ୍ୟନ୍ତ ବଂଶାବଳି ପୁସ୍ତକରେ ଲିଖିତ ହେଲା।