Nehemiah 12:24 — Compare Translations

5 translations compared side by side

Odia - 1840
"ଲବେୀୟମାନଙ୍କ ପ୍ରଧାନଗଣ, ହଶବିଯ, ଶେ ରବେିଯ ଓ କଦ୍ମୀଯଲରେ ପୁତ୍ର ଯେଶଯ ଓ ସମାନଙ୍କେ ସମ୍ମୁଖସ୍ଥ ଭାତୃଗଣ ପରମେଶ୍ବରଙ୍କ ଲୋକ ଦାଉଦଙ୍କର ଆଜ୍ଞା ଅନୁସାରେ ଦଳଦଳ ହାଇେ ପ୍ରଶଂସା ଓ ଧନ୍ଯବାଦ ଉତ୍ସର୍ଗ କରିବାକୁ ନିୟୁକ୍ତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନଙ୍କ ପ୍ରଧାନଗଣ, ହଶବିୟ, ଶେରେବିୟ ଓ କ‌‌‌‌‌ଦ୍‌‌‌‌‌ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞା ଅନୁସାରେ ଦଳଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଲେବୀୟମାନଙ୍କର ପ୍ରଧାନଗଣ; ହଶବୀୟ, ଶେରେବୀୟ ଓ କଦ୍‍ମୀୟେଲର ପୁତ୍ର ଯେଶୂୟ ଓ ସେମାନଙ୍କ ସମ୍ମୁଖସ୍ଥ ଭ୍ରାତୃଗଣ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ଆଜ୍ଞାନୁସାରେ ଦଳ ଦଳ ହୋଇ ପ୍ରଶଂସା ଓ ଧନ୍ୟବାଦ ଉତ୍ସର୍ଗ କରିବାକୁ ନିଯୁକ୍ତ ହେଲେ।