Nehemiah 12:25 — Compare Translations
5 translations compared side by side
Odia - 1840
"ମତ୍ତନୀଯ ଓ ବକ୍ବୁକିଯ, ଓବଦିଯ, ମଶୁଲ୍ଲମ, ଟଲ୍ମୋନ୍, ଅକ୍କୁବ୍ ଦ୍ବାରପାଳ ହାଇେ ଦ୍ବାର ନିକଟବର୍ତ୍ତୀ ଭଣ୍ତାର ଗୃହ ସକଳର ପ୍ରହରୀ କର୍ମ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲମୋନ୍, ଅକ୍କୂବ, ଦ୍ଵାରପାଳ ହୋଇ ଦ୍ଵାର ନିକଟବର୍ତ୍ତୀ ଭଣ୍ତାର-ଗୃହସକଳର ପ୍ରହରୀକର୍ମ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମତ୍ତନିୟ ଓ ବକ୍ବୁକିୟ, ଓବଦିୟ, ମଶୁଲ୍ଲମ୍, ଟଲ୍ମୋନ୍, ଅକ୍କୁବ୍ ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ତାର ଗୃହ ସକଳର ପ୍ରହରୀ କର୍ମ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।
Odia IRV 2017 (ଓଡିଆ ବାଇବେଲ)
ମତ୍ତନୀୟ ଓ ବକ୍ବୁକୀୟ, ଓବଦୀୟ, ମଶୁଲ୍ଲମ୍, ଟଲ୍ମୋନ, ଅକ୍କୂବ, ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ଡାର-ଗୃହସକଳର ପ୍ରହରୀକର୍ମ କଲେ।