Nehemiah 12:26 — Compare Translations
5 translations compared side by side
Odia - 1840
"ଏମାନେ ସମସ୍ତେ ୟୋଷାଦକର ପୁତ୍ର ଯଶୂେଯର ପୁତ୍ର ୟୋଯାକୀମ ସମୟରେ, ଆଉ ରାଜ୍ଯପାଳ ନିହିମିଯା ଓ ଯାଜକ ଏଜ୍ରା ଓ ଲିପିକାର ସମୟରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏମାନେ ସମସ୍ତେ ଯୋଷାଦକର ପୁତ୍ର ଯେଶୂୟର ପୁତ୍ର ଯୋୟାକୀମ ସମୟରେ, ଆଉ ରାଜ୍ୟପାଳ ନିହିମିୟା ଓ ଯାଜକ ଏଜ୍ରା ଓ ଲିପିକାର ସମୟରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ୍ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଯୋଷାଦକର ପୌତ୍ର ଯେଶୂୟର ପୁତ୍ର ଯୋୟାକୀମ୍ ସମୟରେ, ଆଉ ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଏଜ୍ରା ଯାଜକର ସମୟରେ ଥିଲେ।