Nehemiah 12:27 — Compare Translations
5 translations compared side by side
Odia - 1840
"ଏହାପରେ ୟିରୁଶାଲମର ପ୍ରାଚୀର ପ୍ରତିଷ୍ଠା ସମୟରେ ଲୋକମାନେ, ଗିନି, ନବେଲ ଓ ବୀଣା ବଜାଇ ଧନ୍ଯବାଦ ଓ ଗାନ ସହିତ ଆନନ୍ଦ ରେ ପ୍ରତିଷ୍ଠା ଉତ୍ସବ ପାଳନ କରିବା ପାଇଁ ଲବେୀୟମାନଙ୍କୁ ୟିରୁଶାଲମକୁ ଆଣିବା ନିମନ୍ତେ ସମାନଙ୍କେ ସବୁ ସ୍ଥାନ ରେ ସମାନଙ୍କେୁ ଅନ୍ବଷେଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ଵେଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ପ୍ରାଚୀରର ସମର୍ପଣ ଏହା ପରେ ଯିରୁଶାଲମର ପ୍ରାଚୀର ପ୍ରତିଷ୍ଠା ସମୟରେ ଲୋକମାନେ, ଗିନି, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୁଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସବୁ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଯିରୂଶାଲମର ପ୍ରାଚୀର-ପ୍ରତିଷ୍ଠା ସମୟରେ ଲୋକମାନେ କରତାଳ, ନେବଲ ଓ ବୀଣା ବଜାଇ ଧନ୍ୟବାଦ ଓ ଗାନ ସହିତ ଆନନ୍ଦରେ ପ୍ରତିଷ୍ଠା-ଉତ୍ସବ ପାଳନ କରିବା ପାଇଁ ଲେବୀୟମାନଙ୍କୁ ଯିରୂଶାଲମକୁ ଆଣିବା ନିମନ୍ତେ ସେମାନଙ୍କ ସକଳ ସ୍ଥାନରେ ସେମାନଙ୍କୁ ଅନ୍ୱେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)