Nehemiah 12:28 — Compare Translations
5 translations compared side by side
Odia - 1840
"ଗାଯକମାନେ ୟିରୁଶାଲମର ଚତୁର୍ଦ୍ଦିଗରୁ ଓ ନଟୋଫାତୀଯମାନଙ୍କ ଗ୍ରାମରୁ ଆସିଲେ। ବୈଥ୍-ଗିଲ୍ଗଲରୁ ଆଉ ଗବୋ ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରୀତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;
Odia Bible ERV 2004 (ପବିତ୍ର ବାଇବଲ)
ଗାୟକମାନେ ଯିରୁଶାଲମର ଚତୁର୍ଦ୍ଦିଗରୁ ଓ ନଟୋଫାତୀୟମାନଙ୍କ ଗ୍ରାମରୁ ଆସିଲେ। ବୈଥ୍-ଗିଲ୍ଗଲ୍ରୁ ଆଉ ଗେବା ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରିତ ହେଲେ। କାରଣ ଗାୟକମାନେ ଯିରୁଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଗାୟକମାନଙ୍କ ସନ୍ତାନଗଣ ଯିରୂଶାଲମର ଚତୁର୍ଦ୍ଦିଗସ୍ଥିତ ପଦାଭୂମିରୁ ଓ ନଟୋଫାତୀୟମାନଙ୍କ ନାନା ଗ୍ରାମରୁ;