Nehemiah 12:29 — Compare Translations

4 translations compared side by side

Odia - 1840
"କାରଣ ଗାଯକମାନେ ୟିରୁଶାଲମର ଚତୁର୍ଦ୍ଦିଗ ରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ବୈଥ୍-ଗିଲ୍ଗଲରୁ, ଆଉ ଗେବା ଓ ଅସ୍ମାବତ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ବେଥ୍-ଗିଲ୍‍ଗଲରୁ, ଆଉ ଗେବା ଓ ଅସ୍ମାବତ୍‍ କ୍ଷେତ୍ରରୁ ଏକତ୍ରିତ ହେଲେ; କାରଣ ଗାୟକମାନେ ଯିରୂଶାଲମର ଚତୁର୍ଦ୍ଦିଗରେ ଆପଣାମାନଙ୍କ ପାଇଁ ଗ୍ରାମ ବସାଇଥିଲେ।