Nehemiah 12:30 — Compare Translations

5 translations compared side by side

Odia - 1840
"ଯାଜକମାନେ ଲବେୀୟମାନେ ନିଜ ନିଜକୁ ଶୁଚି କଲେ। ଆଉ ସମାନେେ ଲୋକମାନଙ୍କୁ ଓ ଦ୍ବାରସବୁ ଓ ପ୍ରାଚୀର ଶୁଚି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ଵାରସବୁ ଓ ପ୍ରାଚୀର ଶୁଚି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନେ ଓ ଲେବୀୟମାନେ ନିଜ ନିଜକୁ ଶୁଚି କଲେ। ଆଉ ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକମାନେ ଓ ଲେବୀୟମାନେ ଆପଣା ଆପଣାକୁ ଶୁଚି କଲେ; ଆଉ, ସେମାନେ ଲୋକମାନଙ୍କୁ ଓ ଦ୍ୱାରସବୁ ଓ ପ୍ରାଚୀର ଶୁଚି କଲେ।