Nehemiah 12:31 — Compare Translations
5 translations compared side by side
Odia - 1840
"ଏହାପରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି। ଧନ୍ଯବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିୟୁକ୍ତି କଲି। ତହିଁରେ ଏକଦଳ ଦକ୍ଷିଣ ପାଶର୍ବ ରେ ପ୍ରାଚୀର ଉପରଦଇେ ଖତଦ୍ବାର ଆଡକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ଵାର ଆଡ଼କୁ ଗଲେ;
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି। ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି। ତହିଁରେ ଏକଦଳ ଦକ୍ଷିଣ ପାର୍ଶ୍ୱରେ ପ୍ରାଚୀର ଉପରଦେଇ ଖତଦ୍ୱାର ଆଡ଼କୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୁଁ ଯିହୁଦାର ଅଧିପତିମାନଙ୍କୁ ପ୍ରାଚୀର ଉପରକୁ ଆଣିଲି, ଆଉ ଧନ୍ୟବାଦ ଓ ସଂକୀର୍ତ୍ତନ କରିବା ପାଇଁ ଦୁଇ ମହାଦଳ ନିଯୁକ୍ତ କଲି; ତହିଁରେ ଏକ ଦଳ ଦକ୍ଷିଣ ପାର୍ଶ୍ଵରେ ପ୍ରାଚୀର ଉପର ଦେଇ ଖତ-ଦ୍ୱାର ଆଡ଼କୁ ଗଲେ;