Nehemiah 12:35 — Compare Translations

5 translations compared side by side

Odia - 1840
"କେତକେ ଯାଜକ ତୂରୀ ନଇେ ଗଲେ। ୟିଖରିଯ ୟିଏକି, ଯୋନାଥନଙ୍କର ପୁତ୍ର, ୟିଏକି ଶମଯିଯର ପୁତ୍ର, ୟିଏକି ମତ୍ତନୀଯଙ୍କର ପୁତ୍ର, ୟିଏକି ମିଖାଯଙ୍କର ପୁତ୍ର, ୟିଏକି ସକ୍କୁରଙ୍କର ପୁତ୍ର, ୟିଏକି ଆସଫଙ୍କର ପୁତ୍ର ଥିଲେ। ତାଙ୍କର ଭାଇମାନେ ଶମଯିଯ ଅସ ରେଲ, ମିଲଲଯ, ଗିଲଲଯ, ମାଯିଯ, ନଥନଲେ, ଯିହୁଦା ଓ ହାନାନୀ। ପରମେଶ୍ବରଙ୍କର ଏହି ଲୋକମାନେ ପରମେଶ୍ବରଙ୍କର ସବେକ ଦାଉଦ୍ ନିକଟକୁ ବିଭିନ୍ନ ପ୍ରକାର ବାଦ୍ଯ ୟନ୍ତ୍ର ସହିତ ଗଲେ। ଲେଖକ ଏଜ୍ରା ସମାନଙ୍କେ ଆଗ ରେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୂରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଯିଖରୀୟ
Odia Bible ERV 2004 (ପବିତ୍ର ବାଇବଲ)
କେତେକ ଯାଜକ ତୂରୀ ନେଇ ଗଲେ। ଯିଖରିୟ ଯିଏ କି, ଯୋନାଥନଙ୍କର ପୁତ୍ର, ଯିଏ କି ଶମୟିୟର ପୁତ୍ର, ଯିଏ କି ମତ୍ତନୀୟଙ୍କର ପୁତ୍ର, ଯିଏ କି ମିଖାୟଙ୍କର ପୁତ୍ର, ଯିଏ କି ସ‌କ୍‌କୁରଙ୍କର ପୁତ୍ର, ଯିଏ କି ଆସଫଙ୍କର ପୁତ୍ର ଥିଲେ। ତାଙ୍କର ଭାଇମାନେ ଶମୟିୟ ଅସରେଲ, ମିଲଲୟ, ଗିଲଲୟ, ମାଯିୟ, ନଥନେଲ, ଯିହୁଦା ଓ ହାନାନୀ। ପରମେଶ୍ୱରଙ୍କର ଏହି ଲୋକମାନେ ପରମେଶ୍ୱରଙ୍କର ସେବକ ଦାଉଦ ନିକଟକୁ ବିଭିନ୍ନ ପ୍ରକାର ବାଦ୍ୟଯନ୍ତ୍ର ସହିତ ଗଲେ। ଲେଖକ ଏଜ୍ରା ସେମାନଙ୍କ ଆଗରେ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ
Odia IRV 2017 (ଓଡିଆ ବାଇବେଲ)
ଓ କେତେକ ଯାଜକ-ସନ୍ତାନ ତୂରୀ ନେଇ ଗମନ କଲେ; ଆସଫ-ବଂଶଜାତ ସକ୍କୁରର ବୃଦ୍ଧ ପ୍ରପୌତ୍ର, ମୀଖାୟର ପ୍ରପୌତ୍ର, ମତ୍ତନୀୟର ପୌତ୍ର, ଶମୟୀୟର ପୁତ୍ର ଯେ ଯୋନାଥନ, ତାହାର ପୁତ୍ର ଜିଖରୀୟ