Nehemiah 12:36 — Compare Translations
5 translations compared side by side
Odia - 1840
"ତାହାର ଭାତୃଗଣ ଶମଯିଯ ଓ ଅସ ରେଲ, ମିଲଲଯ, ଗିଲଲଯ, ମାଯିଯ, ନଥନଲେ ଓ ଯିହୁଦା, ହନାନି। ଏହି ଲୋକମାନେ ପରମେଶ୍ବରଙ୍କ ସବେକ ଦାଉଦଙ୍କର ନିରୂପିତ ନାନା ବାଦ୍ଯୟନ୍ତ୍ର ନଇେ ଗମନ କଲେ। ଲିପିକାର ଏଜ୍ରା ସମାନଙ୍କେ ଆଗେ ଆଗେ ଚାଲିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ଵରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲାନ୍ତ
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଭାତୃଗଣ ଶମୟିୟ ଓ ଅସରେଲ, ମିଲଲୟ, ଗିଲଲୟ, ମାଯିୟ, ନଥନେଲ ଓ ଯିହୁଦା, ହନାନି। ଏହି ଲୋକମାନେ ପରମେଶ୍ୱରଙ୍କ ସେବକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ। ଲିପିକାର ଏଜ୍ରା ସେମାନଙ୍କ ଆଗେ ଆଗେ ଗ୍ଭଲିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍, ମିଲଲୟ, ଗିଲଲୟ, ମାୟୀୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;
Odia IRV 2017 (ଓଡିଆ ବାଇବେଲ)
ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ୍, ମିଲଲୟ, ଗିଲଲୟ, ମାୟିୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;