Nehemiah 12:37 — Compare Translations

5 translations compared side by side

Odia - 1840
"ସମାନେେ ଝର ଫାଟକ ନିକଟରେ ହେଲାପରେ ନିଜ ନିଜ ସମ୍ମୁଖସ୍ଥ ସଳଖ ପଥରେ ଦାଉଦନଗରର ପାହଚ ଉଠିବା ପରେ ଉଠି ଦାଉଦଙ୍କର ଗୃହ ଉପରେ ଦଇେ ପୂର୍ବ ଆଡେ ଜଳଦ୍ବାର ଆଡେ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ନିର୍ଝରଦ୍ଵାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାବଚ୍ଛ ଦ୍ଵାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ଵାର ପର୍ଯ୍ୟନ୍ତ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଝର ଫାଟକ ନିକଟରେ ହେଲା ପରେ ନିଜ ନିଜ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ ନଗରର ପାହଚ ଉଠିବା ପରେ, ଦାଉଦଙ୍କର ଗୃହ ଉପରେ ଦେଇ ପୂର୍ବ ଆଡ଼େ ଜଳଦ୍ୱାର ଆଡ଼େ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ନିର୍ଝରଦ୍ୱାର ନିକଟ ହୋଇ ଆପଣାମାନଙ୍କ ସମ୍ମୁଖସ୍ଥ ସଳଖ ପଥରେ ଦାଉଦ-ନଗରର ପାହାଚ ଦ୍ୱାରା ପ୍ରାଚୀରର ଉଠାଣିରେ ଉଠି ଦାଉଦଙ୍କର ଗୃହ ଉପର ଦେଇ ପୂର୍ବ ଆଡ଼େ ଜଳଦ୍ୱାର ପର୍ଯ୍ୟନ୍ତ ଗଲେ।