Nehemiah 12:38 — Compare Translations

5 translations compared side by side

Odia - 1840
"ତାପରେ ଅନ୍ୟ ଦଳ ଧନ୍ଯବାଦ ଉତ୍ସର୍ଗ କରିବାକୁ ବାମ ପାଶର୍‌ବକୁ ଗଲେ। ଲୋକମାନଙ୍କର ଅର୍ଦ୍ଧକେ ଓ ମୁଁ ସମାନଙ୍କେ ପେଛ ପେଛ ପ୍ରାଚୀର ଉପରେ ତୁନ୍ଦୁରୁ ଦୁର୍ଗଦଇେ ପ୍ରଶସ୍ତ ପ୍ରାଚୀର ପର୍ୟ୍ଯନ୍ତ ଗଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ଭେଟିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ⇧;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅନ୍ୟ ଦଳ ଧନ୍ୟବାଦ ଉତ୍ସର୍ଗ କରିବାକୁ ବାମ ପାର୍ଶ୍ୱକୁ ଗଲେ। ଲୋକମାନଙ୍କର ଅର୍ଦ୍ଧେକ ଓ ମୁଁ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ ଦୁର୍ଗଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କର ଅନ୍ୟ ଯେଉଁ ଦଳ ଧନ୍ୟବାଦ ଉତ୍ସର୍ଗ କଲେ, ସେମାନେ ସେମାନଙ୍କୁ ସାକ୍ଷାତ କରିବାକୁ ଗଲେ, ଆଉ ଆମ୍ଭେ ଓ ଲୋକମାନଙ୍କର ଅର୍ଦ୍ଧେକ ସେମାନଙ୍କ ପଛେ ପଛେ ପ୍ରାଚୀର ଉପରେ ତୁନ୍ଦୁରୁ-ଦୁର୍ଗ ଦେଇ ପ୍ରଶସ୍ତ ପ୍ରାଚୀର ପର୍ଯ୍ୟନ୍ତ ଗଲୁ;