Nehemiah 12:39 — Compare Translations

5 translations compared side by side

Odia - 1840
"ଆଉ ଇଫ୍ରଯିମ ଦ୍ବାର ଓ ପୁରାତନ ଦ୍ବାର ଓ ମତ୍ସ୍ଯଦ୍ବାର ଓ ହନନଲେ ଦୁର୍ଗ ଓ ହମଯ ଦୁର୍ଗ ଦଇେ ମଷେଦ୍ବାର ପର୍ୟ୍ଯନ୍ତ ଗଲୁ। ଆଉ ସମାନେେ ପ୍ରହରୀ ଦ୍ବାର ରେ ଠିଆ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଇଫ୍ରୟିମ-ଦ୍ଵାର ଓ ପୁରାତନଦ୍ଵାର ଓ ମତ୍ସ୍ୟଦ୍ଵାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ଵାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ଵାରରେ ଠିଆ ହୋଇ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଇଫ୍ରୟିମ ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ। ଆଉ ସେମାନେ ପ୍ରହରୀ ଦ୍ୱାରରେ ଠିଆ ହୋଇ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଇଫ୍ରୟିମ-ଦ୍ୱାର ଓ ପୁରାତନ ଦ୍ୱାର ଓ ମତ୍ସ୍ୟଦ୍ୱାର ଓ ହନନେଲ ଦୁର୍ଗ ଓ ହମିୟ ଦୁର୍ଗ ଦେଇ ମେଷଦ୍ୱାର ପର୍ଯ୍ୟନ୍ତ ଗଲୁ; ଆଉ, ସେମାନେ ପ୍ରହରୀ-ଦ୍ୱାରରେ ଠିଆ ହୋଇ ରହିଲେ।