Nehemiah 12:40 — Compare Translations

5 translations compared side by side

Odia - 1840
"ଦୁଇ ଦଳ ଯେଉଁମାନେ ପରମେଶ୍ବରଙ୍କୁ ପ୍ରଶଂସା କରୁଥିଲପରେମେଶ୍ବରଙ୍କ ମନ୍ଦିର ରେ ଛିଡା ହେଲେ। ଅର୍ଦ୍ଧକେ ପଦାଧିକାରୀ ସହିତ ମୁଁ ମଧ୍ଯ ସପରେି କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପରମେଶ୍ଵରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ଦଳ ଯେଉଁମାନେ ପରମେଶ୍ୱରଙ୍କୁ ପ୍ରଶଂସା କରୁଥିଲେ ପରମେଶ୍ୱରଙ୍କ ମନ୍ଦିରରେ ଛିଡ଼ା ହେଲେ। ଅର୍ଦ୍ଧେକ ପଦାଧିକାରୀ ସହିତ ମୁଁ ମଧ୍ୟ ସେପରି କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପରମେଶ୍ୱରଙ୍କ ଗୃହରେ ଧନ୍ୟବାଦ ଉତ୍ସର୍ଗକାରୀ ସେହି ଦୁଇ ଦଳ ଓ ଆମ୍ଭେ, ପୁଣି ଆମ୍ଭ ସଙ୍ଗେ ଅଧ୍ୟକ୍ଷମାନଙ୍କର ଅର୍ଦ୍ଧେକ;