Nehemiah 12:42 — Compare Translations

5 translations compared side by side

Odia - 1840
"ଆଉ ମା ସଯେ, ଶମଯିଯ, ଇଲିଯାସର, ଉଷି, ଯିହାହୋନନ୍, ମଲ୍କିଯ, ଏଲମ୍ ଓ ଏଷର ସମସ୍ତେ ଠିଆ ହାଇେ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍ ଓ ମଲକୀୟ ଓ ଏଲମ ଓ ଏଷର, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ । ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହୀୟ ଉଚ୍ଚୈଃସ୍ଵରରେ ଗାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମାସେୟ, ଶମୟିୟ, ଇଲିୟାସର, ଉଷି, ଯିହୋହାନନ୍, ମ‌‌‌‌ଲ୍‌‌‌‌‌‌‌କିୟ, ଏଲମ୍ ଓ ଏଷର ସମସ୍ତେ ଠିଆ ହୋଇ ରହିଲେ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରିହିୟ ଗାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମାସେୟ ଓ ଶମୟୀୟ ଓ ଇଲୀୟାସର ଓ ଉଷି ଓ ଯିହୋହାନନ୍‍ ଓ ମଲ୍‍କୀୟ ଓ ଏଲମ୍‍ ଓ ଏସର୍‍, ପୁଣି ଆମ୍ଭେ ସମସ୍ତେ ଠିଆ ହୋଇ ରହିଲୁ। ସେତେବେଳେ ଗାୟକମାନେ ଓ ସେମାନଙ୍କର ଅଧ୍ୟକ୍ଷ ଯିଷ୍ରହିୟ ଉଚ୍ଚସ୍ୱରରେ ଗାନ କଲେ।