Nehemiah 12:43 — Compare Translations

5 translations compared side by side

Odia - 1840
"ପୁଣି ସହେି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ। କାରଣ ପରମେଶ୍ବର ସମାନଙ୍କେୁ ମହା ଆନନ୍ଦ ରେ ଆନନ୍ଦିତ କରିଥିଲେ। ଆଉ ସ୍ତ୍ରୀମାନେ ମଧ୍ଯ ଓ ବାଳକ ବାଳିକାଗଣ ଆନନ୍ଦ କଲେ। ତହିଁରେ ୟିରୁଶାଲମର ଆନନ୍ଦ ଧ୍ବନି ଅନକେ ଦୂର ପର୍ୟ୍ଯନ୍ତ ଶୁଣାଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ଵର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ-ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ଵନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ। କାରଣ ପରମେଶ୍ୱର ସେମାନଙ୍କୁ ମହା ଆନନ୍ଦରେ ଆନନ୍ଦିତ କରିଥିଲେ। ଆଉ ସ୍ତ୍ରୀମାନେ ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ। ତହିଁରେ ଯିରୁଶାଲମର ଆନନ୍ଦ ଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୂଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।
Odia IRV 2017 (ଓଡିଆ ବାଇବେଲ)