Nehemiah 12:44 — Compare Translations

5 translations compared side by side

Odia - 1840
"ସହେି ଦିନ ରେ ନଗରର ଲୋକମାନେ ଧନ, ଉପହାର, ପ୍ରଥମଜାତ ଫଳ ଓ ଏକ ଦଶମାଂଶ ସାମଗ୍ରୀ, ନିଯମ ଅନୁୟାଯୀ ଆଣିଲେ। ଲୋକମାନଙ୍କୁ କଠାେରୀ ରେ ନିରୀକ୍ଷଣ କରିବା ପାଇଁ ନିୟୁକ୍ତି କରାଗଲା। ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କଠାେରୀ ସବୁ ରେ ଲୋକମାନେ ନିୟୁକ୍ତି ହେଲେ। କାରଣ ପରିଚର୍ୟ୍ଯାକାରୀ ଯାଜକ ଓ ଲବେୀୟମାନଙ୍କ ସକାଶୁ ୟିହୁଦୀଯମାନେ ବହୁତ ଆନନ୍ଦିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନରେ ନଗରର ଲୋକମାନେ ଧନ, ଉପହାର, ପ୍ରଥମଜାତ ଫଳ ଓ ଏକ ଦଶମାଂଶ ସାମଗ୍ରୀ, ନିୟମ ଅନୁଯାୟୀ ଆଣିଲେ। ଲୋକମାନଙ୍କୁ କୋଠରୀରେ ନିରୀକ୍ଷଣ କରିବା ପାଇଁ ନିଯୁକ୍ତ କରାଗଲା। ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରୀ ସବୁରେ ଲୋକମାନେ ନିଯୁକ୍ତି ହେଲେ। କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦୀୟମାନେ ବହୁତ ଆନନ୍ଦିତ ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନରେ ଧନ ଓ ଉତ୍ତୋଳନୀୟ ଉପହାର, ପ୍ରଥମଜାତ ଫଳ ଓ ଦଶମାଂଶ, ଯାଜକ ଓ ଲେବୀୟମାନଙ୍କ ନିମନ୍ତେ ନାନା ନଗରର କ୍ଷେତ୍ରାନୁସାରେ ବ୍ୟବସ୍ଥା-ନିରୂପିତ ଅଂଶ ସଂଗ୍ରହ କରିବା ପାଇଁ କୋଠରିସବୁରେ ଲୋକମାନେ ନିଯୁକ୍ତ ହେଲେ; କାରଣ ପରିଚର୍ଯ୍ୟାକାରୀ ଯାଜକ ଓ ଲେବୀୟମାନଙ୍କ ସକାଶୁ ଯିହୁଦା ଆନନ୍ଦିତ ହୋଇଥିଲା।
Odia IRV 2017 (ଓଡିଆ ବାଇବେଲ)