Nehemiah 12:45 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞା ଅନୁସାରେ ଆପଣାମାନଙ୍କ ପରମେଶ୍ବରଙ୍କ ରକ୍ଷଣୀଯ ଓ ଶୌଚର ରକ୍ଷଣୀଯ ରକ୍ଷା କଲେ, ଆଉ ଗାଯକମାନେ ଓ ଦ୍ବାରପାଳମାନେ ସହେିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ଵରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ଵାରପାଳମାନେ ସେହିପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞା ଅନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ଓ ଶୌଚର ରକ୍ଷଣୀୟ ରକ୍ଷା କଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଦାଉଦ ଓ ତାଙ୍କର ପୁତ୍ର ଶଲୋମନଙ୍କର ଆଜ୍ଞାନୁସାରେ ଆପଣାମାନଙ୍କ ପରମେଶ୍ୱରଙ୍କ ସେବା କଲେ ଓ ଶୁଚି ହେଲେ, ଆଉ ଗାୟକମାନେ ଓ ଦ୍ୱାରପାଳମାନେ ସେହିପରି କଲେ।