Nehemiah 12:46 — Compare Translations
5 translations compared side by side
Odia - 1840
"ପୂର୍ବକାଳ ରେ ଦାଉଦ ଓ ଆସଫ୍ ସମୟରେ ଗାଯକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଓ ଧନ୍ଯବାଦାର୍ଥକ ନାନା ଓ ଗୀତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୂର୍ବକାଳରେ ଦାଉଦ ଓ ଆସଫ୍ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।