Nehemiah 12:47 — Compare Translations
5 translations compared side by side
Odia - 1840
"ତେଣୁ ସରୁଦ୍ଦାବିଲ ଓ ନିହିମିଯାଙ୍କ ସମୟରେ ସମଗ୍ର ଇଶ୍ରାୟେଲ ପ୍ରତିଦିନର ପ୍ରୟୋଜନ ଅନୁସାରେ ଗାଯକମାନଙ୍କର ଓ ଦ୍ବାରପାଳମାନଙ୍କର ଅଂଶ ଦେଲେ। ଆଉ ଲୋକମାନେ ଲବେୀୟମାନଙ୍କ ନିମନ୍ତେ ସମାନଙ୍କେର ଉପହାରଗୁଡିକ ସମର୍ପଣ କଲେ ଓ ଲବେୀୟମାନେ ହାରୋଣ ବଂଶଧରଗଣ ନିମନ୍ତେ ଉପହାରଗୁଡିକ ସମର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସରୁବ୍ବାବିଲ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ଵାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସରୁବ୍ବାବିଲ ଓ ନିହିମିୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନ ଅନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ। ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ସେମାନଙ୍କର ଉପହାରଗୁଡ଼ିକ ସମର୍ପଣ କଲେ ଓ ଲେବୀୟମାନେ ହାରୋଣ ବଂଶଧରଗଣ ନିମନ୍ତେ ଉପହାରଗୁଡ଼ିକ ସମର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରୁବ୍ବାବିଲ୍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତିଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରୁବ୍ବାବିଲ୍ ଓ ନିହିମୀୟାଙ୍କ ସମୟରେ ସମଗ୍ର ଇସ୍ରାଏଲ ପ୍ରତି ଦିନର ପ୍ରୟୋଜନାନୁସାରେ ଗାୟକମାନଙ୍କର ଓ ଦ୍ୱାରପାଳମାନଙ୍କର ଅଂଶ ଦେଲେ; ଆଉ ଲୋକମାନେ ଲେବୀୟମାନଙ୍କ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ ଓ ଲେବୀୟମାନେ ହାରୋଣ-ସନ୍ତାନଗଣ ନିମନ୍ତେ ଦ୍ରବ୍ୟ ପ୍ରତିଷ୍ଠା କଲେ।