Nehemiah 12:7 — Compare Translations

5 translations compared side by side

Odia - 1840
"ସଲ୍ଲୁ, ଆମାେକ, ହିଲ୍କିଯ, ୟିଦଯିଯ। ଏମାନେ ଯଶୂେଯ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭାତୃଗଣ ମଧିଅରେ ପ୍ରଧାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ । ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣ ମଧ୍ୟରେ ପ୍ରଧାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଲ୍ଲୁ, ଆମୋକ, ହି‌ଲ୍‌‌‌କିୟ, ଯିଦୟିୟ। ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭାତୃଗଣ ମଧ୍ୟରେ ପ୍ରଧାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଲ୍ଲ, ଆମୋକ, ହିଲ୍‍କୀୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସଲ୍ଲ, ଆମୋକ, ହିଲ୍‍କିୟ, ଯିଦୟୀୟ। ଏମାନେ ଯେଶୂୟଙ୍କ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭ୍ରାତୃଗଣଙ୍କ ମଧ୍ୟରେ ପ୍ରଧାନ ଥିଲେ।