Nehemiah 12:8 — Compare Translations
5 translations compared side by side
Odia - 1840
"ଲବେୀୟମାନେ ଯଥା: ଯଶୂେଯ, ବିନୁଯି, କଦ୍ମୀଯଲେ, ଶେ ରବେିଯ, ଯିହୁଦା ଓ ମତ୍ତନିଯ। ଏହି ମତ୍ତନିଯ ଓ ତାହାର ଭାତୃଗଣ ପ୍ରଶଂସାର୍ଥକ ଗୀତର ମୁଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀୟମାନେ ଯଥା: ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବିୟ, ଯିହୁଦା ଓ ମତ୍ତନିୟ। ଏହି ମତ୍ତନିୟ ଓ ତାହାର ଭାତୃଗଣ ପ୍ରଶଂସାର୍ଥକ ଗୀତର ମୁଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନୀୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଲେବୀୟମାନେ, ଯଥା, ଯେଶୂୟ, ବିନ୍ନୁୟି, କଦ୍ମୀୟେଲ, ଶେରେବୀୟ, ଯିହୁଦା ଓ ମତ୍ତନୀୟ, ଏହି ମତ୍ତନିୟ ଓ ତାହାର ଭ୍ରାତୃଗଣ ଧନ୍ୟବାଦ-ସେବାର ଅଧ୍ୟକ୍ଷ ଥିଲେ।