Nehemiah 13:1 — Compare Translations
5 translations compared side by side
Odia - 1840
"ସହେିଦିନ ସମାନେେ ଲୋକମାନଙ୍କୁ ଜଣାଇବାକୁ ମାଶାଙ୍କେ ପୁସ୍ତକରୁ ପାଠ କଲେ। ପୁଣି ତହିଁ ମଧିଅରେ ଲିଖିତ ଏହି କଥା ମିଳିଲା, ଯେ ଅେମ୍ମାନୀୟ ଓ ମାୟୋବୀଯ ଲୋକ କବେେ ପରମେଶ୍ବରଙ୍କ ସଭା ରେ ପ୍ରବେଶ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନ; କାଳ ପରମେଶ୍ଵରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ନିହିମିୟାଙ୍କର ଶେଷ ନିର୍ଦ୍ଦେଶ ସେହି ଦିନ ସେମାନେ ଲୋକମାନଙ୍କୁ ଜଣାଇବାକୁ ମୋଶାଙ୍କ ପୁସ୍ତକରୁ ପାଠ କଲେ। ପୁଣି ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା, ଯେ ଅମ୍ମୋନୀୟ ଓ ମୋୟାବୀୟ ଲୋକ କେବେ ପରମେଶ୍ୱରଙ୍କ ସଭାରେ ପ୍ରବେଶ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତ କାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,