Nehemiah 13:10 — Compare Translations

5 translations compared side by side

Odia - 1840
"ମୁଁ ଜାଣିବାକୁ ପାଇଲି ଯେ, ଲବେୀୟମାନଙ୍କ ଅଂଶ ତାଙ୍କୁ ଦିଆୟାଇ ନଥିଲା। ତେଣୁ ଲବେୀୟମାନେ ଓ ଗାଯକମାନେ ଯେଉଁମାନେ ମନ୍ଦିର ରେ କାର୍ୟ୍ଯ କରୁଥିଲେ ପ୍ରେତ୍ୟକକ ନିଜ ନିଜ ଭୂମିକୁ ଫରେି ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ପ୍ରତ୍ୟେକେ ଆପଣା ଆପଣା ଭୂମିକି ପଳାଇ ଯାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଜାଣିବାକୁ ପାଇଲି ଯେ, ଲେବୀୟମାନଙ୍କ ଅଂଶ ତାଙ୍କୁ ଦିଆଯାଇ ନ ଥିଲା। ତେଣୁ ଲେବୀୟମାନେ ଓ ଗାୟକମାନେ ଯେଉଁମାନେ ମନ୍ଦିରରେ କାର୍ଯ୍ୟ କରୁଥିଲେ ପ୍ରତ୍ୟେକ ନିଜ ନିଜ ଭୂମିକୁ ଫେରି ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ ପ୍ରତ୍ୟେକେ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ମନ୍ଦିର ଛାଡ଼ି ଆପଣା ଆପଣା ଭୂମିକୁ ଗଲେ।