Nehemiah 13:11 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଅଧିକାରୀମାନଙ୍କୁ ପଗ୍ଭରିଲି, କାହିଁକି ତୁମ୍ଭେ ପରମେଶ୍ବରଙ୍କ ମନ୍ଦିରର ଅବ ହଳୋ କଲ? ଏ ବିଷଯ ରେ ମୁଁ ସମାନଙ୍କେ ସହିତ ୟୁକ୍ତିତର୍କ କଲି। ତାପରେ ମୁଁ ଲବେୀୟମାନଙ୍କୁ ଏକତ୍ର କଲି ଏବଂ ସମାନଙ୍କେୁ ସମାନଙ୍କେର ନିଜ କ୍ଷେତ୍ର ରେ ନିୟୁକ୍ତି କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ କିହେତୁ ପରମେଶ୍ଵରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି? ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ଵ ସ୍ଵ ପଦରେ ସେମାନଙ୍କୁ ନିଯୁକ୍ତ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଅଧିକାରୀମାନଙ୍କୁ ପଗ୍ଭରିଲି, “କାହିଁକି ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରର ଅବହେଳା କଲ?” ଏ ବିଷୟରେ ମୁଁ ସେମାନଙ୍କ ସହିତ ଯୁକ୍ତିତର୍କ କଲି। ତା’ପରେ ମୁଁ ଲେବୀୟମାନଙ୍କୁ ଏକତ୍ର କଲି ଏବଂ ସେମାନଙ୍କୁ ସେମାନଙ୍କର ନିଜ କ୍ଷେତ୍ରରେ ନିଯୁକ୍ତି କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ “କାହିଁକି ପରମେଶ୍ୱରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି?” ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ୱ ସ୍ୱ ପଦରେ ସେମାନଙ୍କୁ ନିଯୁକ୍ତ କଲି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ କାହିଁକି ପରମେଶ୍ୱରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି? ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ୱ ସ୍ୱ ପଦରେ ସେମାନଙ୍କୁ ନିଯୁକ୍ତ କଲି।