Nehemiah 13:12 — Compare Translations
5 translations compared side by side
Odia - 1840
"ତେଣୁ ସମଗ୍ର ଯିହୁଦା ଶସ୍ଯର ଓ ନୂତନ ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଭଣ୍ତାରକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ତାରକୁ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସମଗ୍ର ଯିହୁଦା ଶସ୍ୟର ଓ ନୂତନ ଦ୍ରାକ୍ଷାରସର ଓ ତୈଳର ଏକ ଦଶମାଂଶ ଭଣ୍ତାରକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ଡାରକୁ ଆଣିଲେ।