Nehemiah 13:14 — Compare Translations
5 translations compared side by side
Odia - 1840
"ହେ ମାରେ ପରମେଶ୍ବର, ଏ ବିଷଯ ରେ ମାେତେ ସ୍ମରଣ କର। ଆଉ ମୁଁ ମାହେର ପରମଶ୍ବରଙ୍କ ଗୃହ ଓ ତହିଁର ବିଷଯ ପାଳନୀଯ ବିଷଯ ନିମନ୍ତେ ଯାହା କରିଅଛି ମାରେ କୃତ ସହେି ସୁକର୍ମ ସବୁ ଲିଭାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ଵରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ନିଭାଇ ନ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର। ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ବିଷୟ ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି ମୋର କୃତ ସେହି ସୁକର୍ମ ସବୁ ଲିଭାଇ ନ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ୱରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ଲିଭାଇ ନ ଦିଅ।