Nehemiah 13:15 — Compare Translations
5 translations compared side by side
Odia - 1840
"ସହେି ସମୟରେ ମୁଁ ଯିହୁଦା ମଧିଅରେ କେତକେ ଲୋକଙ୍କୁ ବିଶ୍ରାମ ଦିନ ରେ ଦ୍ରାକ୍ଷାୟନ୍ତ୍ର ଦଳିବାର ଓ ବିଡା ଭିତରକୁ ଆଣିବାର ଓ ଗଧର୍ଭ ଉପରେ ବୋଝଇେ କରିବାର ମଧ୍ଯ ବିଶ୍ରାମ ଦିନ ରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ୟିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନ ରେ କୌଣସି ଖାଦ୍ୟ ବିକ୍ରଯ ନ କରିବାକୁ ମୁଁ ସମାନଙ୍କେୁ ସତର୍କ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷାଯନ୍ତ୍ର ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମିରିଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମ ଦିନରେ ଦ୍ରାକ୍ଷାରସ ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝେଇ କରିବାର ମଧ୍ୟ ବିଶ୍ରାମ ଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରିଫଳ ଓ ସର୍ବପ୍ରକାର ବୋଝ ଯିରୁଶାଲମକୁ ଆଣିବାର ଦେଖିଲି। ତେଣୁ ବିଶ୍ରାମ ଦିନରେ କୌଣସି ଖାଦ୍ୟ ବିକ୍ରୟ ନ କରିବାକୁ ମୁଁ ସେମାନଙ୍କୁ ସତର୍କ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମବାରରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷା ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମ୍ବିରି ଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ଚେତାବନୀ ଦେଲି।