Nehemiah 13:16 — Compare Translations
5 translations compared side by side
Odia - 1840
"ସହେି ନଗର ରେ ସୋରୀଯ ଲୋକେ ବାସ କରୁଥିଲେ। ସମାନେେ ମତ୍ସ୍ଯ ଓ ଅନ୍ୟ ବହୁତ ଦ୍ରବ୍ଯ ବିଶ୍ରାମ ଦିନ ରେ ୟିହୁଦୀଯମାନଙ୍କୁ ଓ ୟିରୁଶାଲମ ରେ ବିକ୍ରଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ନଗରରେ ସୋରୀୟ ଲୋକେ ବାସ କରୁଥିଲେ। ସେମାନେ ମତ୍ସ୍ୟ ଓ ଅନ୍ୟ ବହୁତ ଦ୍ରବ୍ୟ ବିଶ୍ରାମ ଦିନରେ ଯିହୁଦୀୟମାନଙ୍କୁ ଓ ଯିରୁଶାଲମରେ ବିକ୍ରୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରି କଲେ।