Nehemiah 13:17 — Compare Translations
5 translations compared side by side
Odia - 1840
"ଏଥିପାଇଁ ମୁଁ ଯିହୁଦାର କୁଳୀନ ନାଗରିକମାନଙ୍କ ସଙ୍ଗେ ୟୁକ୍ତି କରି କରି ସମାନଙ୍କେୁ କହିଲି, ତୁମ୍ଭମାନେେ ବିଶ୍ରାମ ଦିନ ଅପବିତ୍ର କରିବା ପାଇଁ ବହୁତ କୁକର୍ମ କରୁଅଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ଯିହୁଦାର କୁଳୀନମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଏ କି କୁକର୍ମ କରୁଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ମୁଁ ଯିହୁଦାର କୁଳୀନ ନାଗରିକମାନଙ୍କ ସଙ୍ଗେ ଯୁକ୍ତି କରି କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମ ଦିନ ଅପବିତ୍ର କରିବା ପାଇଁ ବହୁତ କୁକର୍ମ କରୁଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଏ କି କୁକର୍ମ କରୁଅଛ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଏ କି କୁକର୍ମ କରୁଅଛ?”