Nehemiah 13:18 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ପିତୃପୁରୁଷମାନେ କ'ଣ ଏପରି ବ୍ଯବହାର କରି ନଥିଲେ। ଆଉ ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ବର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହି ସବୁ ଅମଙ୍ଗଳ ଘଟାଇ ନାହାଁନ୍ତି? ତଥାପି ତୁମ୍ଭମାନେେ ବିଶ୍ରାମଦିନ ଅପବିତ୍ର କରି ଇଶ୍ରାୟେଲ ଉପରକୁ କୋପ ଆଣୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପିତୃପୁରୁଷମାନେ କʼଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ଵର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ପିତୃପୁରୁଷମାନେ କ’ଣ ଏପରି ବ୍ୟବହାର କରି ନ ଥିଲେ? ଆଉ ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମ ଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ କୋପ ଆଣୁଅଛ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ପିତୃପୁରୁଷମାନେ କʼଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ପିତୃପୁରୁଷମାନେ କ’ଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ୱର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ।