Nehemiah 13:19 — Compare Translations
5 translations compared side by side
Odia - 1840
"ଏହାପରେ ବିଶ୍ରାମବାର ପୂର୍ବରୁ ୟିରୁଶାଲମ ରେ ଯେତବେେଳେ ଅନ୍ଧାର ହବୋକୁ ଲାଗିଲା। ମୁଁ କବାଟସବୁ ବନ୍ଦ କରିବାକୁ ପ୍ରହରୀକୁ ଆଜ୍ଞା ଦଲେି ଆହୁରି ବିଶ୍ରାମବାର ଶଷେ ହବୋ ପର୍ୟ୍ଯନ୍ତ ନଖାଲିବୋକୁ ଆଜ୍ଞା ଦଲେି। ପୁଣି ବିଶ୍ରାମଦିନ ଲୋକମାନଙ୍କୁ ବୋଝ ବୋହିବାରୁ ବିରତ କରିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ଯରୁ କେତକଙ୍କେୁ ଦ୍ବାରମାନଙ୍କ ରେ ନିୟୁକ୍ତି କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ଵାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମଦିନ କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ଵାରସମୂହରେ ନିଯୁକ୍ତ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ବିଶ୍ରାମବାର ପୂର୍ବରୁ ଯିରୁଶାଲମରେ ଯେତେବେଳେ ଅନ୍ଧାର ହେବାକୁ ଲାଗିଲା। ମୁଁ କବାଟସବୁ ବନ୍ଦ କରିବାକୁ ପ୍ରହରୀକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଶେଷ ହେବା ପର୍ଯ୍ୟନ୍ତ ନ ଖୋଲିବାକୁ ଆଜ୍ଞା ଦେଲି। ପୁଣି ବିଶ୍ରାମ ଦିନ ଲୋକମାନଙ୍କୁ ବୋଝ ବୋହିବାରୁ ବିରତ କରିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରମାନଙ୍କରେ ନିଯୁକ୍ତି କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମବାର କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ୱାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମଦିନ କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ୱାରସମୂହରେ ନିଯୁକ୍ତ କଲି।