Nehemiah 13:2 — Compare Translations
5 translations compared side by side
Odia - 1840
"କାରଣ ସମାନେେ ଅନ୍ନଜଳ ନଇେ ଇଶ୍ରାୟେଲ ସନ୍ତାନଗଣଙ୍କୁ ଭଟେିଲେ ନାହିଁ। କିନ୍ତୁ ଇଶ୍ରାୟେଲୀୟମାନଙ୍କୁ ଅଭିଶାପ ଦବୋ ପାଇଁ ସମାନେେ ବିଲିଯମକୁ ପାଉଣା ଦେଲେ। ତଥାପି ଆମ୍ଭମାନଙ୍କ ପରମେଶ୍ବର ସହେି ଅଭିଶାପକୁ ଆଶୀର୍ବାଦ ରେ ପରିଣତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଅନ୍ନଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ଭେଟିଲେ ନାହିଁ, ମାତ୍ର ସେମାନଙ୍କୁ ଶାପ ଦେବା ନିମନ୍ତେ ସେମାନଙ୍କ ପ୍ରତିକୂଳରେ ବିଲୀୟମକୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ଵର ସେହି ଶାପକୁ ଆଶୀର୍ବାଦରେ ପରିଣତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ଅନ୍ନଜଳ ନେଇ ଇସ୍ରାଏଲ ସନ୍ତାନଗଣଙ୍କୁ ଭେଟିଲେ ନାହିଁ। କିନ୍ତୁ ଇସ୍ରାଏଲୀୟମାନଙ୍କୁ ଅଭିଶାପ ଦେବା ପାଇଁ ସେମାନେ ବିଲିୟମକୁ ପାଊଣା ଦେଲେ। ତଥାପି ଆମ୍ଭମାନଙ୍କ ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଅନ୍ନ ଓ ଜଳ ନେଇ ଇସ୍ରାଏଲ ସନ୍ତାନଗଣକୁ ସାକ୍ଷାତ କଲେ ନାହିଁ, ମାତ୍ର ସେମାନଙ୍କୁ ଅଭିଶାପ ଦେବା ନିମନ୍ତେ ସେମାନଙ୍କ ବିରୁଦ୍ଧରେ ବିଲୀୟମ୍କୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ୱର ସେହି ଅଭିଶାପକୁ ଆଶୀର୍ବାଦରେ ପରିଣତ କଲେ।