Nehemiah 13:20 — Compare Translations
5 translations compared side by side
Odia - 1840
"ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ଯ ବିକ୍ରଯକାରୀମାନେ ଥରେ ବା ଦୁଇଥର ୟିରୁଶାଲମ ବାହା ରେ ରାତ୍ରି କ୍ଷପେଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ-ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଥରେ ବା ଦୁଇଥର ଯିରୁଶାଲମ ବାହାରେ ରାତ୍ରି କ୍ଷେପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ।