Nehemiah 13:21 — Compare Translations

5 translations compared side by side

Odia - 1840
"ତାପରେ ମୁଁ ସମାନଙ୍କେୁ ସତର୍କ କଲି ଏବଂ କହିଲି, ତୁମ୍ଭମାନେେ କାହିଁକି ପ୍ରାଚୀର ନିକଟରେ ରାତ୍ରି ୟାପନ କରୁଅଛ? ତୁମ୍ଭମାନେେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି। ସହେି ସମଯାବଧି ସମାନେେ ଆଉ ବିଶ୍ରାମବାର ରେ ଆସିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଇ ସେମାନଙ୍କୁ କହିଲି, ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରିକ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି । ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୁଁ ସେମାନଙ୍କୁ ସତର୍କ କଲି ଏବଂ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି ଯାପନ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟାବଧି ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରି କ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୁଁ ସେମାନଙ୍କୁ ଚେତାବନୀ ଦେଇ ସେମାନଙ୍କୁ କହିଲି, “ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରିକ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି।” ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ।