Nehemiah 13:22 — Compare Translations

5 translations compared side by side

Odia - 1840
"ଏହାପରେ ମୁଁ ଲବେୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ବାରସବୁ ଜଗିବାକୁ ଆଜ୍ଞା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ଵାରସବୁ ରକ୍ଷା କରିବାକୁ ଆଜ୍ଞା କଲି । ହେ ମୋହର ପରମେଶ୍ଵର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ଵାନୁସାରେ ମୋତେ ରକ୍ଷା କର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ଲେବୀୟମାନଙ୍କୁ ବିଶ୍ରାମ ଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ଜଗିବାକୁ ଆଜ୍ଞା କଲି। ହେ ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଶାଶ୍ୱତ ପ୍ରେମରେ ମୋତେ ରକ୍ଷା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମବାର ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ୱାରସବୁ ରକ୍ଷା କରିବାକୁ ଆଜ୍ଞା କଲି। ହେ ମୋହର ପରମେଶ୍ୱର, ମୋ’ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ୱାନୁସାରେ ମୋତେ ରକ୍ଷା କର।