Nehemiah 13:23 — Compare Translations
5 translations compared side by side
Odia - 1840
"ସହେି ସମୟରେ ଯେଉଁ ୟିହୁଦୀଯମାନେ ଅସଦୋଦ୍, ଅମ୍ମାନେ ଓ ମାୟୋବ ଦେଶୀଯ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସମାନଙ୍କେୁ ମୁଁ ଦେଖିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯେଉଁ ଯିହୁଦୀୟମାନେ ଅସଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;