Nehemiah 13:24 — Compare Translations

5 translations compared side by side

Odia - 1840
"ସମାନଙ୍କେ ବାଳକମାନେ ଅଧେ ଅସ୍ଦୋଦୀଯ ଭାଷା ରେ କଥାବାର୍ତ୍ତା କଲେ। ସମାନେେ ୟିହୁଦୀଯ ଭାଷା ରେ କଥାବାର୍ତ୍ତା କରିପାରିଲେ ନାହିଁ। ମାତ୍ର ପ୍ରେତ୍ୟକକ ଗୋଷ୍ଠୀର ଭାଷା ଅନୁସାରେ କଥା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ବାଳକମାନେ ଅଧେ ଅ‌‌‌‌ସ୍‌‌‌‌ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ। ସେମାନେ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ। ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷା ଅନୁସାରେ କଥା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍‍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ।