Nehemiah 13:25 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ସମାନଙ୍କେ ସହିତ ବାଦାନୁବାଦ କଲି ଓ ସମାନଙ୍କେୁ ଅଭିଶାପ ଦଲେି। ସମାନଙ୍କେ ମଧ୍ଯରୁ କେତକଙ୍କେୁ ପ୍ରହାର କଲି। ମୁଁ ସମାନଙ୍କେ ଦାଢି ମଧ୍ଯ ଉତ୍ପାଟନ କଲି ଏବଂ ପରମେଶ୍ବରଙ୍କ ନାମ ରେ ସମାନଙ୍କେୁ ପ୍ରତିଜ୍ଞା କରାଇଲି, ତୁମ୍ଭମାନେେ ସମାନଙ୍କେ ପୁତ୍ରମାନଙ୍କୁ ଆପଣାର କନ୍ଯା ଦିଅନାହିଁ ଏବଂ କିମ୍ବା ଆପଣା ପୁତ୍ର ନିମନ୍ତେ ସମାନଙ୍କେ କନ୍ଯା ଗ୍ରହଣ କର ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ଵରଙ୍କ ନାମରେ ଶପଥ କରାଇ କହିଲି, ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି। ସେମାନଙ୍କ ମଧ୍ୟରୁ କେତେକଙ୍କୁ ପ୍ରହାର କଲି। ମୁଁ ସେମାନଙ୍କ ଦାଢ଼ି ମଧ୍ୟ ଉତ୍ପାଟନ କଲି ଏବଂ ପରମେଶ୍ୱରଙ୍କ ନାମରେ ସେମାନଙ୍କୁ ପ୍ରତିଜ୍ଞା କରାଇଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣାର କନ୍ୟା ଦିଅ ନାହିଁ କିମ୍ବା ଆପଣା ପୁତ୍ର ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।”