Nehemiah 13:26 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ରାଜା ଶଲୋମନ କ'ଣ ଏପରି କାର୍ୟ୍ଯ କରି ପାପ କରି ନ ଥିଲେ? ଅନକେ ରାଷ୍ଟ୍ର ବା ଜାତି ମଧିଅରେ ତାଙ୍କପରି ରାଜା କହେି ନ ଥିଲେ ଓ ସେ ଆପଣା ପରମେଶ୍ବରଙ୍କ ପ୍ରିଯପାତ୍ର ଥିଲେ। ପରମେଶ୍ବର ତାହାଙ୍କୁ ସମଗ୍ର ଇଶ୍ରାୟେଲ ଉପରେ ରାଜା କଲେ। ତଥାପି ବିଦେଶୀଯ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ଵାରା ପାପ କରି ନ ଥିଲେ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ଵରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ଵର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ରାଜା ଶଲୋମନ କ’ଣ ଏପରି କାର୍ଯ୍ୟ କରି ପାପ କରି ନ ଥିଲେ? ଅନେକ ରାଷ୍ଟ୍ର ବା ଜାତି ମଧ୍ୟରେ ତାଙ୍କପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କ ପ୍ରିୟପାତ୍ର ଥିଲେ। ପରମେଶ୍ୱର ତାହାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ। ତଥାପି ବିଦେଶୀୟ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ।
Odia IRV 2017 (ଓଡିଆ ବାଇବେଲ)