Nehemiah 13:27 — Compare Translations
5 translations compared side by side
Odia - 1840
"ତେଣୁ କଣ ଆମ୍ଭେ କଥା ଶୁଣି ପରମେଶ୍ବରଙ୍କ ବିରୁଦ୍ଧ ରେ ୟିବୁ? ବିଦେଶୀଯା ସ୍ତ୍ରୀମାନଙ୍କୁ ବିବାହ କରି ମହାପାପ କରିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ଵାରା ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭେ କ’ଣ ତୁମ୍ଭ କଥା ଶୁଣି ପରମେଶ୍ୱରଙ୍କ ବିରୁଦ୍ଧରେ ଯିବୁ ଓ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରି ମହାପାପ କରିବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?”
Odia IRV 2017 (ଓଡିଆ ବାଇବେଲ)
ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ୱାରା ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?