Nehemiah 13:28 — Compare Translations
5 translations compared side by side
Odia - 1840
"ମହାୟାଜକ ଇଲିଯାଶୀବ୍ର ପୁତ୍ର ଯିହାୟୋଦାରଦାର ପୁତ୍ରମାନଙ୍କ ମଧ୍ଯରୁ ଜଣେ ପୁତ୍ର ହାରୋଣୀଯ ସନ୍ବଲ୍ଲଟର ଜ୍ବାଇଁ ଥିଲା। ମୁଁ ସହେି ଲୋକଙ୍କୁ ମାଠାରୁେ ଗ୍ଭଲିୟିବା ପାଇଁ ବାଧ୍ଯ କରିଥିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି ।
Odia Bible ERV 2004 (ପବିତ୍ର ବାଇବଲ)
ମହାଯାଜକ ଇଲିୟାଶୀବ୍ର ପୁତ୍ର ଯିହୋୟାଦାର ପୁତ୍ରମାନଙ୍କ ମଧ୍ୟରୁ ଜଣେ ପୁତ୍ର ହାରୋଣୀୟ ସନ୍ବଲଟ୍ର ଜ୍ୱାଇଁ ଥିଲା। ମୁଁ ସେହି ଲୋକଙ୍କୁ ମୋ’ଠାରୁ ଗ୍ଭଲିଯିବା ପାଇଁ ବାଧ୍ୟ କରିଥିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟ୍ର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।