Nehemiah 13:29 — Compare Translations

5 translations compared side by side

Odia - 1840
"ହେ ମାରେ ପରମେଶ୍ବର, ସମାନଙ୍କେୁ ସ୍ମରଣ କର। ଯେ ହତେୁ ସମାନେେ ଯାଜକପଦକୁ ଆଉ ଯାଜକ ପଦ ରେ ଓ ଲବେୀୟମାନଙ୍କର ନିଯମକୁ କଳଙ୍କିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମୋହର ପରମେଶ୍ଵର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହେ ମୋର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର। ଯେହେତୁ ସେମାନେ ଯାଜକପଦକୁ ଆଉ ଯାଜକ ପଦରେ ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।