Nehemiah 13:30 — Compare Translations

5 translations compared side by side

Odia - 1840
"ଏହିରୂପେ ମୁଁ ସମାନଙ୍କେୁ ବିଦେଶୀଯ ସମସ୍ତଙ୍କଠାରୁ ପରିସ୍କାର କଲି ଓ ପ୍ରେତ୍ୟକକର କାର୍ୟ୍ଯ ଅନୁସାରେ ଯାଜକମାନଙ୍କର ଓ ଲବେୀୟମାନଙ୍କର କାର୍ୟ୍ଯ ନିରୂପଣ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିଷ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟାନୁସାରେ ଯାଜକ-ମାନଙ୍କର ଓ ଲେବୀୟମାନଙ୍କର ରକ୍ଷଣୀୟ ନିରୂପଣ କଲି;
Odia Bible ERV 2004 (ପବିତ୍ର ବାଇବଲ)
ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିସ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟ ଅନୁସାରେ ଯାଜକମାନଙ୍କର ଓ ଲେବୀୟମାନଙ୍କର କାର୍ଯ୍ୟ ନିରୂପଣ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିଷ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟାନୁସାରେ ଯାଜକମାନଙ୍କର ଓ ଲେବୀୟମାନଙ୍କର କାର୍ଯ୍ୟ ନିରୂପଣ କଲି;
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିଷ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟାନୁସାରେ ଯାଜକମାନଙ୍କର ଓ ଲେବୀୟମାନଙ୍କର କାର୍ଯ୍ୟ ନିରୂପଣ କଲି;