Nehemiah 13:31 — Compare Translations

5 translations compared side by side

Odia - 1840
"ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିୟୁକ୍ତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି । ହେ ମୋହର ପରମେଶ୍ଵର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋର ପରମେଶ୍ୱର ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)
ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି। ହେ ମୋହର ପରମେଶ୍ୱର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର।