Nehemiah 13:4 — Compare Translations
5 translations compared side by side
Odia - 1840
"ଏଥି ପୂର୍ବରୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିରସ୍ଥିତ କଠାେରୀ ସବୁର ଦାଯିତ୍ବ, ଇଲିଯାଶୀବ୍କୁ ଦିଆଗଲା। ଇଲିଯାଶୀବ୍ ଯାଜକ ଟୋବିୟର କୁଟୁମ୍ବ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପୂର୍ବେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଇଲୀୟାଶୀବ୍ ଯାଜକ ଟୋବୀୟର କୁଟୁମ୍ଵ ହେବାରୁ
Odia Bible ERV 2004 (ପବିତ୍ର ବାଇବଲ)
ଏଥି ପୂର୍ବରୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିରସ୍ଥିତ କୋଠରୀ ସବୁର ଦାୟିତ୍ୱ ଇଲିୟାଶୀବଙ୍କୁ ଦିଆଗଲା। ଇଲିୟାଶୀବ୍ ଯାଜକ ଟୋବିୟର କୁଟୁମ୍ବ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପୂର୍ବେ ଇଲୀୟାଶୀବ ଯାଜକ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଓ ସେ ଟୋବୀୟର କୁଟୁମ୍ବ ଥିଲା,
Odia IRV 2017 (ଓଡିଆ ବାଇବେଲ)
ଏଥିପୂର୍ବେ ଇଲୀୟାଶୀବ ଯାଜକ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଭାବରେ ନିଯୁକ୍ତ ହେଲେ ଓ ସେ ଟୋବୀୟର କୁଟୁମ୍ବ ଥିଲା,