Nehemiah 13:6 — Compare Translations
5 translations compared side by side
Odia - 1840
"ମୁଁ ଏସବୁ ସମୟରେ ୟିରୁଶାଲମ ରେ ନଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର ବତିଶ ବର୍ଷ ରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତକେ ଦିନ ପରେ ରାଜାଙ୍କୁ ବିଦାଯ ମାଗିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ଅଧିକାରର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ମାଗିଲି;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏସବୁ ସମୟରେ ଯିରୁଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର ବତିଶ୍ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ପରେ ରାଜାଙ୍କୁ ବିଦାୟ ମାଗିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ପାଇଁ ଅନୁମତି ମାଗିଲି;