Nehemiah 13:7 — Compare Translations
5 translations compared side by side
Odia - 1840
"ଏହାପରେ ମୁଁ ୟିରୁଶାଲମକୁ ଫରେି ଆସିଲି ଏବଂ ଇଲିଯାଶୀବ୍, ଟୋବିୟ ନିମନ୍ତେ ପରମେଶ୍ବରଙ୍କ ମନ୍ଦିରର ପ୍ରାଙ୍ଗଣ ରେ ଏକ କଠାେରୀ ପ୍ରସ୍ତୁତ କରି ଯେଉଁ ମନ୍ଦକର୍ମ କରିଥିଲା ତାହା ବିଷଯ ରେ ଶୁଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ୍, ଟୋବୀୟ ନିମନ୍ତେ ପରମେଶ୍ଵରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଅନିଷ୍ଟ କରିଥିଲା, ତାହା ବୁଝିଲି । ଣ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ଯିରୁଶାଲମକୁ ଫେରି ଆସିଲି ଏବଂ ଇଲିୟାଶୀବ୍, ଟୋବିୟ ନିମନ୍ତେ ପରମେଶ୍ୱରଙ୍କ ମନ୍ଦିରର ପ୍ରାଙ୍ଗଣରେ ଏକ କୋଠରୀ ପ୍ରସ୍ତୁତ କରି ଯେଉଁ ମନ୍ଦକର୍ମ କରିଥିଲା ତାହା ବିଷୟରେ ଶୁଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ, ଟୋବୀୟ ନିମନ୍ତେ ପରମେଶ୍ୱରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଭୁଲ୍ କରିଥିଲା, ତାହା ବୁଝିଲି।