Nehemiah 13:9 — Compare Translations
5 translations compared side by side
Odia - 1840
"ଏହାପରେ ମୁଁ ଆଜ୍ଞା କରିବାରୁ, ସମାନେେ କଠାେରୀସବୁକୁ ଶୁଚିକଲେ। ତବେେ ମୁଁ ସଠାେକୁ ପୁନର୍ବାର ପରମେଶ୍ବରଙ୍କ ଗୃହର ପାତ୍ରାଦି ଓ ଶସ୍ଯ ନବୈେଦ୍ଯ ଓ କୁନ୍ଦୁରୁ ଆଣିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ଵରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ-ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ଆଜ୍ଞା କରିବାରୁ, ସେମାନେ କୋଠରୀସବୁକୁ ଶୁଚିକଲେ। ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଶସ୍ୟ ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ୱରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ-ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି।